ବାତିଲ୍‌ ହେଲା କୋଣାର୍କ ଏକ୍ସପ୍ରେସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 4, 2019

ବାତିଲ୍‌ ହେଲା କୋଣାର୍କ ଏକ୍ସପ୍ରେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରୁ ଛାଡ଼ିବାକୁ ଥିବା ଭୁବନେଶ୍ୱର-ମୁମ୍ୱାଇ କୋଣାର୍କ ଏକ୍ସପ୍ରେସକୁ ବାତିଲ କରାଯାଇଛି। ତେବେ ଆଜି ସକାଳେ ଭୁବନେଶ୍ୱରରେ ପହଞ୍ଚିବାକୁ ଥିବା  କୋଣାର୍କ ଏକ୍ସପ୍ରେସ ୨୨ ଘଣ୍ଟାରୁ ଅଧିକ ବିଳମ୍ୱରେ ଚାଲୁଛି। ତେଣୁ ଭୁବନେଶ୍ୱରରେ ଏହି ଟ୍ରେନ ପହଞ୍ଚିବାରେ ଅତ୍ୟଧିକ ବିଳମ୍ବ ହେଉଥିବାରୁ ଏହାକୁ ବାତିଲ କରି ଦିଆଯାଇଛି।

ମହାରାଷ୍ଟ୍ରର ମୁମ୍ୱାଇରେ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରେଳଧାରଣା ଉପରେ ପାଣି ପ୍ରବାହିତ ହେବା ସହ ମାଟି ଧସିବା ଯୋଗୁ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି।



from Odisha Reporter https://ift.tt/2M0N5OK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages