ତାଳଚେର ବିଧାୟକଙ୍କ ଘରେ ଅଗ୍ନିକାଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 18, 2019

ତାଳଚେର ବିଧାୟକଙ୍କ ଘରେ ଅଗ୍ନିକାଣ୍ଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାଳଚେର ବିଧାୟକ ବ୍ରଜ ପ୍ରଧାନଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ନିଆଁ ଲାଗିଯାଇଛି। ଏଥିରେ ଦୁଇଟି ଦାମୀ କାର୍‌, ଦୁଇଟି ବାଇକ୍ ଓ ଗୋଟିଏ ସାଇକେଲ୍‌ ପୋଡ଼ି ଯାଇଛି।

ଗତକାଲି ବିଳମ୍ବିତ ରାତ୍ରିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

କେହି ଦୁର୍ବୃତ୍ତ ବିଧାୟକଙ୍କ ଘରେ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ଏନେଇ ବିଧାୟକଙ୍କ ପ୍ରତିକ୍ରିୟା ମିଳି ପାରି ନଥିବା ବେଳେ ଅଧିକ ସୂଚନାକୁ  ଅପେକ୍ଷା କରାଯାଇଛି।



from Odisha Reporter https://ift.tt/2HeKfla

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages