ରାତିରେ ଶୋଇଥିବା ବେଳେ କାମୁଡ଼ି ଦେଲା ସାପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 20, 2019

ରାତିରେ ଶୋଇଥିବା ବେଳେ କାମୁଡ଼ି ଦେଲା ସାପ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ୍‌ କାପନପଲ୍ଲୀ ଗାଁରେ ସାପ କାମୁଡ଼ାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଶିଶୁ ଗୁରୁତର ଆହତ ହୋଇଛି।

ମୃତକ ଦୁଇଜଣ ମହିଳା ବୋଲି ଜଣାପଡ଼ିଛି। ସେମାନେ ହେଲେ ଦେବେ ମାଡ଼ି ଓ ରାଧେ ମାଡ଼ି। ଶିଶୁଟିକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଶୋଇଥିବା ତିନି ଜଣଙ୍କୁ ସାପ କାମୁଡ଼ି ଦେଇଥିଲା।  ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନେବାବେଳେ ବାଟରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ଘଟିଥିଲା।



from Odisha Reporter https://ift.tt/2M4NjSv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages