ଆଜିଠୁ ୧୫ ଦିନ ଧରି ପାଳନ କରାଯିବ ପିତୃପକ୍ଷ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 13, 2019

ଆଜିଠୁ ୧୫ ଦିନ ଧରି ପାଳନ କରାଯିବ ପିତୃପକ୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ହେଉଛି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି। ଆଜିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ୧୫ ଦିନ ଧରି ପିତୃପକ୍ଷ ପାଳନ କରାଯିବ। ଯେଉଁ ତିଥିରେ ଯାହାଙ୍କର ପିତୃପୁରୁଷ ମୃତ୍ୟୁବରଣ କରିଥାନ୍ତି, ସେହି ତିଥିରେ ଶ୍ରାଦ୍ଧ କରିବାର ପରମ୍ପରା ରହିଛି। ତେଣୁ ପ୍ରତ୍ୟେକ ଗୃହସ୍ଥ ନିଜର ପିତୃ ପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାନ୍ତି।

ପିତୃପକ୍ଷରେ ପୁଅମାନଙ୍କ ହାତରୁ ପାଣି ଟିକେ ପାଇ ତୃପ୍ତ ହେବାକୁ ପିତୃପୁରୁଷ ଚାହିଁ ରହିଥାନ୍ତି। ଏହି ପିତୃପକ୍ଷରେ ତୀର୍ଥ ପୁଷ୍କରିଣୀରେ ତର୍ପଣ କରିବା ସହ ଶ୍ରୀମନ୍ଦିର ବାଇଶି ପାହାଚରେ ତିଳ ତର୍ପଣ କଲେ ପିତୃପୁରୁଷ ତୃପ୍ତି ଲାଭ କରିଥାନ୍ତି ବୋଲି ବିଶ୍ୱାସ ରହିଛି।



from Odisha Reporter https://ift.tt/2O02pLS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages