ବିଦା ହେଲେ ପ୍ରଣବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 23, 2019

ବିଦା ହେଲେ ପ୍ରଣବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସରକାରୀ ଦଳ ଉପମୁଖ୍ୟ ସଚେତକ ପଦରୁ ବିଦା ହେଲେ ପ୍ରଣବ ବଳବନ୍ତରାୟ। ତାଙ୍କ ସ୍ଥାନରେ ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ଉପମୁଖ୍ୟ ସଚେତକ ଭାବେ ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋହିତଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି।

ନୂଆ ସରକାର ଗଠନ ହେବା ପରେ ଯାଜପୁର ଜିଲ୍ଳାର ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଣବ ବଳବନ୍ତରାୟ ସରକାରୀ ଦଳର ଉପ ମୁଖ୍ୟ ସଚେତକ ଭାବେ ବିଜେଡି ସୁପ୍ରିମୋଙ୍କ ଦ୍ୱାରା ନିଯୁକ୍ତି ପାଇଥିଲେ। ତେବେ ହଠାତ୍‌ କାହିଁକି ପ୍ରଣବଙ୍କୁ ବିଦା କରାଗଲା, ସେ ସମ୍ପର୍କରେ କିଛି ସ୍ପଷ୍ଟ ହୋଇନି।

 



from Odisha Reporter https://ift.tt/2Mac7Zy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages