ସକାଳ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 11, 2019

ସକାଳ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଝାରସୁଗୁଡ଼ା।



from Odisha Reporter https://ift.tt/2UXTbRT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages