ପାଣି ଘେରରେ ଥିବା ଲୋକଙ୍କୁ ଉଦ୍ଧାର କଲେ ସିଆରପିଏଫ୍ ଯବାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 7, 2019

ପାଣି ଘେରରେ ଥିବା ଲୋକଙ୍କୁ ଉଦ୍ଧାର କଲେ ସିଆରପିଏଫ୍ ଯବାନ

ବାଲିଗୁଡ଼ା(ଅଜିତ୍ ନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷକରି ଶ୍ରୀରାମପୁର ଓ ଯୁବାଗୁଡ଼ା ପଞ୍ଚାୟତକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ମାକଡ଼ାପାଟା ପୋଲ ଉପରେ ଗତକାଲି ୪ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିଲା। ଫଳରେ ଦୁଇ ପଞ୍ଚାୟତର ବହୁ ଲୋକ ରାସ୍ତାର ଉଭୟ ପଟରେ ଅଟକି ରହିଥିଲେ।

ଏନେଇ ଖବର ପାଇବା ପରେ ଗତକାଲି ଶ୍ରୀରାମପୁର ସିଆରପିଏଫ୍ କ୍ୟାମ୍ପରୁ ଯବାନମାନେ ଆସି ୫ ଘଣ୍ଟା କାଳ ପରିଶ୍ରମ କରି ଲୋକଙ୍କୁ ଦଉଡ଼ି ସାହାଯ୍ୟରେ ଉଦ୍ଧାର କରିଥିଲେ। ଯବାନଙ୍କ ସାହାଯ୍ୟକୁ ସ୍ଥାନୀୟ ଲୋକେ ପ୍ରଶଂସା କରିଛନ୍ତି।



from Odisha Reporter https://ift.tt/2ZN2qZJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages