ଏହିସବୁ ଜିଲ୍ଲାରେ ଆଜି ହୋଇପାରେ ଘଡ଼ଘଡ଼ି ସହ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 1, 2019

ଏହିସବୁ ଜିଲ୍ଲାରେ ଆଜି ହୋଇପାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।  ଏଥିଯୋଗୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅପରାହ୍ଣ ୧ଟା ୩୦ ଯାଏ ସତର୍କ ରହିବାକୁ ୧୧ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର,  ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, ଢେଙ୍କାନାଳ ଓ  ନବରଙ୍ଗପୁର।



from Odisha Reporter https://ift.tt/2lFJlWX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages