ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 12, 2019

ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଆସିବେ। ଆସନ୍ତା ୨୭ ତାରିଖରେ ସେ ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ୨୭ ଓ ୨୮ ତାରିଖ ୨ ଦିନ ଓଡ଼ିଶାରେ ରହିବେ ବୋଲି ଜଣାପଡ଼ିଛି।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଛି। ପୁଲିସ ଡିଜି ବିକେ ଶର୍ମାଙ୍କ ଅଧ୍ୟକ୍ଷତାରେ ବସିଥବା ବୈଠକରେ ରାଷ୍ଟ୍ରପତିଙ୍କ ସୁରକ୍ଷା ସମ୍ପର୍କିତ ଆଲୋଚନା ହୋଇଛି। ଏହି ବୈଠକରେ IG ଅପରେସନ୍, ADG କୋଷ୍ଟାଲ୍ ସିକ୍ୟୁରିଟି ଗୁଇନ୍ଦା ବିଭାଗ ଆଇଜି, ଗଞ୍ଜାମ SP ଓ ବରିଷ୍ଠ ଅଧିକାରୀ ସାମିଲ ହୋଇଛନ୍ତି।



from Odisha Reporter https://ift.tt/2ZXQ5Ti

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages