ନୂଆଦିଲ୍ଲୀ: ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ବରିଷ୍ଠ ଆଇନଜୀବୀ ରାମ ଜେଠାମାଲାନୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳଙ୍କୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କ ପରଲୋକ ହୋଇଛି।
ସେ ସୁପ୍ରିମକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲା ଲଢ଼ି ଖ୍ୟାତି ଅର୍ଜନ କରିଥିଲେ। ସେ ଇନ୍ଦିରା ଗାନ୍ଧୀ ହତ୍ୟା ମାମଲା, ହର୍ଷଦ ମେହେଟ୍ଟା କେସ୍ ପରି ବହୁ ଗୁରୁତ୍ୱପୂର୍ଣ୍ଣ କେସ୍ ଲଢ଼ିଥିଲେ।
from Odisha Reporter https://ift.tt/2PUE9xf
No comments:
Post a Comment