ଦୁଇ ସାହସୀ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 10, 2019

ଦୁଇ ସାହସୀ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ାର ଦୁଇ ସାହସୀ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ସେମାନେ ହେଲେ କୋରୋଇ ନୋଡାଲ ହାଇସ୍କୁଲର ଦୁଇ ଛାତ୍ର ତୋସିଫ ରାଜା ଓ ମହମ୍ମଦ ସୋଏବ ଅଖତର।

ଗଣେଶ ପୂଜା ଦିନ ନିଜ ଜୀବନକୁ ବାଜି ଲଗାଇ ଜଣେ ପାଞ୍ଚ ବର୍ଷର ଶିଶୁକୁ ପୋଖରୀରୁ ଉଦ୍ଧାର କରିଥିଲେ। ଉଦ୍ଧାର ଶିଶୁର ପେଟରୁ ପାଣି ବାହାର କରିବା ପରେ ତାଙ୍କୁ ଘରେ ଛାଡ଼ି ଦେଇଥିଲେ। ଦୁଇ ଛାତ୍ରଙ୍କ ଏଭଳି ସାହସିକତା ପାଇଁ ସାରା ରାଜ୍ୟରୁ ପ୍ରଶଂସାରୁ ସୁଅ ଛୁଟିବା ପରେ ମୁଖ୍ୟମନ୍ତ୍ରୀ ଦୁହିଁଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।



from Odisha Reporter https://ift.tt/2ZSJZ5V

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages