ଅଗ୍ନିକାଣ୍ଡରେ ୫ବଖରା ଘର ଭସ୍ମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 27, 2019

ଅଗ୍ନିକାଣ୍ଡରେ ୫ବଖରା ଘର ଭସ୍ମ

ଭଦ୍ରକ(ପ୍ରାର୍ଥ ସାରଥୀ ନାୟକ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବରହମପୁର ପଞ୍ଚାୟତ ମାଳିଅରୁଆ ଗାଁରେ ଭୟାବହ ଅଗ୍ନିକାଣ୍ଡରେ ୫ ବଖରା ଘର, ଗୋଟିଏ ଗୋରୁ ଓ ଘରର ଆସବାବପତ୍ର ପୋଡି ପାଉଁଶ ହୋଇ ଯାଇଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା।

ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା।



from Odisha Reporter https://ift.tt/2mlyfY6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages