ଭୁବନେଶ୍ୱରରୁ ବ୍ୟାଙ୍କକକୁ ବିମାନ ଉଡ଼ାଣ ସାମୟିକ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 20, 2019

ଭୁବନେଶ୍ୱରରୁ ବ୍ୟାଙ୍କକକୁ ବିମାନ ଉଡ଼ାଣ ସାମୟିକ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବ୍ୟାଙ୍କକକୁ ବିମାନ ଉଡ଼ାଣ ସାମୟିକ ବନ୍ଦ କରାଯିବ। ଉଡ଼ାଣ ବନ୍ଦ ନେଇ ବିଧିବଦ୍ଧ ଚିଠି କରିଛନ୍ତି ଏୟାର ଏସିଆ କର୍ତ୍ତୃପକ୍ଷ। ଭୁବନେଶ୍ୱର ବିମାନ ବନ୍ଦରର କର୍ତ୍ତୃପକ୍ଷଙ୍କୁ ଏୟାର ଏସିଆ ପକ୍ଷରୁ ଚିଠି କରି ଜଣାଇଥିବା ସୂଚନା ମିଳିଛି ।

ଆସନ୍ତା ୨୫ ତାରିଖ ବେଳକୁ ଏହି ଉଡ଼ାଣ ବନ୍ଦ ରହିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଭୁବନେଶ୍ୱର ବିମାନ ବନ୍ଦରରୁ ସପ୍ତାହରେ ତିନି ଦିନ ବ୍ୟାଙ୍କକୁ ବିମାନ ଉଡ଼ାଣ କରୁଥିଲା। ସେଥିରେ ୧୮୦ ଜଣ ଯାତ୍ରୀ ଯିବାରେ ସୁବିଧା ଥିଲା।



from Odisha Reporter https://ift.tt/2LFQXmW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages