ବ୍ୟାଙ୍କ ମିଶ୍ରଣକୁ ବିରୋଧ ; ୨୬, ୨୭ରେ ଧର୍ମଘଟ ଡାକରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 12, 2019

ବ୍ୟାଙ୍କ ମିଶ୍ରଣକୁ ବିରୋଧ ; ୨୬, ୨୭ରେ ଧର୍ମଘଟ ଡାକରା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବ୍ୟାଙ୍କ ଅଫିସର୍ସ ୟୁନିୟନ ପକ୍ଷରୁ ଆସନ୍ତା ୨୬ ଓ ୨୭ ତାରିଖରେ ବ୍ୟାଙ୍କ ଧର୍ମଘଟ ଚେତାବନୀ ଦିଆଯାଇଛି। ସରକାରଙ୍କ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ବ୍ୟାଙ୍କ ଅଫିସର୍ସ ୟୁନିୟନ ସାରା ଦେଶରେ ଏହି ଧର୍ମଘଟ ଡାକରା ଦେଇଛି ।

ତୁରନ୍ତ ଏହି ସମସ୍ୟାର ସମାଧାନ ନିମନ୍ତେ ଧ୍ୟାନ ଦିଆ ନ ଗଲେ ନଭେମ୍ବର ଦ୍ୱିତୀୟ ସପ୍ତାହରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ କରିବାକୁ ମଧ୍ୟ ସେମାନେ ଚେତାବନୀ ଦେଇଛନ୍ତି । ୧୦ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଶାଇ ୪ଟି ବଡ଼ ବ୍ୟାଙ୍କ ଗଠନ ନେଇ କେନ୍ଦ୍ର ସରକାର ଘୋଷଣା କରିବା ପରେ ଏଭଳି ଆନ୍ଦୋଳନ ଡାକରା ଦେଇଛନ୍ତି ବ୍ୟାଙ୍କ କର୍ମଚାରୀ । ଏହାସହ ୯ଦଫା ଦାବି ନେଇ ମଧ୍ୟ ଆନ୍ଦୋଳନକୁ ଓହ୍ଲାଇବାକୁ ଧମକ ଦେଇଛନ୍ତି ୪ଟି ବ୍ୟାଙ୍କ ଅଫିସର୍ସ ୟୁନିୟନ ।



from Odisha Reporter https://ift.tt/2ZOMw16

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages