ଗୋଳାବନ୍ଧ ଆର୍ମି ଏଡି ସେଣ୍ଟରରେ ରାଷ୍ଟ୍ରପତି; କହିଲେ- ଏଠାକୁ ଆସି ଖୁସି ଲାଗୁଛି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 27, 2019

ଗୋଳାବନ୍ଧ ଆର୍ମି ଏଡି ସେଣ୍ଟରରେ ରାଷ୍ଟ୍ରପତି; କହିଲେ- ଏଠାକୁ ଆସି ଖୁସି ଲାଗୁଛି

ବ୍ରହ୍ଣପୁର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁରସ୍ଥିତ ଗୋଳାବନ୍ଧ ଆର୍ମି ଏୟାର୍ ଡିଫେନ୍ସ ସେଣ୍ଟରଠାରେ ଆୟୋଜିତ ‘କଲର ଆୱାର୍ଡ’ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି,“ ଗୋଳାବନ୍ଧ ଆର୍ମି ଏଡି ସେଣ୍ଟରକୁ ଏହା ମୋର ପ୍ରଥମ ଗସ୍ତ। ଏଠାକୁ ଆସି ଖୁସି ଲାଗୁଛି। ଭାରତୀୟ ସେନାଙ୍କ କାର୍ଯ୍ୟଧାରା ପ୍ରଶଂସନୀୟ।”

ରାଷ୍ଟ୍ରପତି ଗୋଳାବନ୍ଧ ଆର୍ମି ଏଡି ସେଣ୍ଟରକୁ ’କଲର୍ସ ଆଓ୍ୱାର୍ଡ ’ପ୍ରଦାନ କରିଛନ୍ତି। ଉଲ୍ଲେଖନୀୟ ସେବା ପାଇଁ ଏଡି ସେଣ୍ଟରକୁ ସମ୍ମାନିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,  ସ୍ଥଳ ସେନା ମୁଖ୍ୟ  ବିପିନ୍‌ ରାୱତ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଅଛନ୍ତି।

 



from Odisha Reporter https://ift.tt/2nk16w2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages