ରାଜ୍ୟ ମାନବାଧିକାର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ୍ ବିମଳ ପ୍ରସାଦ ଦାସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 4, 2019

ରାଜ୍ୟ ମାନବାଧିକାର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ୍ ବିମଳ ପ୍ରସାଦ ଦାସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ମାନବାଧିକାର(OHRC) ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି ଜଷ୍ଟିସ ବିମଳ ପ୍ରସାଦ ଦାସ। ଆଜି ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଦାୟିତ୍ୱ ନେବା ପରେ ଜଷ୍ଟିସ ବିମଳ ପ୍ରସାଦ ଦାସ କହିଛନ୍ତି,“ ରାଜ୍ୟରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣିକୁ ଗୁରୁତ୍ୱ ଦିଆଯିବ ଓ ସ୍ୱଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ।”

ସେ ଆହୁରି କହିଛନ୍ତ,“ ମାନବାଧିକାର ଉଲ୍ଲଙ୍ଘନ ହେଲେ କାହାକୁ ଛଡ଼ାଯିବ ନାହିଁ। ବୈଷୟିକ ଜ୍ଞାନକୌଶଳ ବ୍ୟବହାର ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ।



from Odisha Reporter https://ift.tt/2NNWPfu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages