ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ଆଜି ବଲାଙ୍ଗିର ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 17, 2019

ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ଆଜି ବଲାଙ୍ଗିର ବନ୍ଦ

ବଲାଙ୍ଗୀର(ମନୋରଞ୍ଜନ ଯୋଶୀ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଦୀର୍ଘ ବର୍ଷ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ  ଦାବି ହୋଇଆସୁଛି। ଏଥିଲାଗି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମାସ  ମାସ ଧରି ଆନ୍ଦୋଳନ ଚାଲି ଆସୁଥିଲେ ବି କେନ୍ଦ୍ର କିମ୍ବା ରାଜ୍ୟ ସରକାର କର୍ଣ୍ଣପାତ କରୁ ନାହାନ୍ତି। ପ୍ରତିବାଦରେ ଆଜି ବଲାଙ୍ଗିର ବନ୍ଦ ଡାକରା ଦେଇଛି ଜିଲ୍ଲା ଓକିଲ ସଂଘ।

ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାରେ ଥିବା ସବୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ, ଜୀବନବୀମା, ବ୍ୟାଙ୍କ ବନ୍ଦ ରହିଛି। ତେବେ ସ୍କୁଲ, କଲେଜ ସହ ଅନ୍ୟ ଶିକ୍ଷାନୁଷ୍ଠାନକୁ ବନ୍ଦ ଡାକରାରୁ ବାଦ୍ ଦିଆଯାଇଛି। ସେହିପରି ଯାନବାହନ ଚଳାଚଳ ସ୍ୱାଭାବିକ ରହିବା ସହ ଦୋକାନବଜାର ଖୋଲା ରହିଛି ।

 



from Odisha Reporter https://ift.tt/304B0Pg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages