ଗଜପତି (ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଅବିଶ୍ରାନ୍ତ ବର୍ଷା ଲାଗି ରହିଛି। କେଉଁଠି ମୂଷଳଧାରା ତ କେଉଁଠି ତୁହାକୁ ତୁହା ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଆଜି ଗଜପତି ଜିଲ୍ଲା ପ୍ରଶାସନ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ଲଗାଣ ବର୍ଷା ଯୋଗୁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ମଧ୍ୟ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରି ସାରିଛନ୍ତି । କିନ୍ତୁ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
from Odisha Reporter https://ift.tt/2mYsDmh
No comments:
Post a Comment