ଏହି ସବୁ ଜିଲ୍ଲାରେ ବର୍ଷା ସହ ହୋଇପାରେ ବଜ୍ରପାତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 11, 2019

ଏହି ସବୁ ଜିଲ୍ଲାରେ ବର୍ଷା ସହ ହୋଇପାରେ ବଜ୍ରପାତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧ଟା ୩୦ ପର୍ଯ୍ୟନ୍ତ ୧୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡ଼ା।

ସୂଚନା ଅନୁସାରେ, ବର୍ଷା ଓ ବଜ୍ରପାତ ନେଇ ସକାଳ ସାଢ଼େ ଦଶଟା ଯାଏ ସତର୍କ ରହିବାକୁ ୧୪ଟି ଜିଲ୍ଲାବାସୀଙ୍କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।



from Odisha Reporter https://ift.tt/3092Wxi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages