ଆଜି ପବିତ୍ର ମହାଳୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 27, 2019

ଆଜି ପବିତ୍ର ମହାଳୟା

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ମହାଳୟା ଅମାବାସ୍ୟା। ଆଜି ଦିନରେ ପିତୃପୁରୁଷଙ୍କୁ ପିଣ୍ଡ ଦେବାର ପରମ୍ପରା ରହିଛି । ଏହି ଅବସରରେ ଶ୍ରୀକ୍ଷେତ୍ରରେ ପିତୃପୁରୁଷଙ୍କୁ ପିଣ୍ଡଦାନ ଲାଗି ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହୋଇଛି। ଶ୍ରୀମନ୍ଦିର ବାଇଶିପାହାଚରେ କିଛି ଶ୍ରଦ୍ଧାଳୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରୁଥିବା ବେଳେ ଆଉ କିଏ ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ତର୍ପଣ କରୁଛନ୍ତି।

ପିତୃପକ୍ଷରେ ବିଶେଷକରି ପିତା,ପିତାମହ,ପ୍ରପିତାମହ,ମାତା,ପିତାମୟୀ, ପ୍ରପିତାମୟୀ, ମାତାମହ,ପ୍ରମାତାମହ ଓ ବୃଦ୍ଧ ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି।

ପିତୃପକ୍ଷରେ ଶ୍ରୀମନ୍ଦିର ବାଇଶି ପାହାଚରେ ତିଳତର୍ପଣ କଲେ ପିତୃପୁରୁଷ ତୃପ୍ତି ଲାଭ କରିଥାନ୍ତି ବୋଲି ଲୋକଙ୍କ ବିଶ୍ୱାସ ରହିଛି।



from Odisha Reporter https://ift.tt/2lKNglK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages