ଗୋମୂତ୍ରରୁ ପ୍ରସ୍ତୁତ ହେବ କର୍କଟ ଔଷଧ: କେନ୍ଦ୍ରମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 8, 2019

ଗୋମୂତ୍ରରୁ ପ୍ରସ୍ତୁତ ହେବ କର୍କଟ ଔଷଧ: କେନ୍ଦ୍ରମନ୍ତ୍ରୀ

ଚେନ୍ନାଇ: ଦେଶର ବଢ଼ୁଥିବା କର୍କଟ ରୋଗର ନିରାକରଣ ପାଇଁ ପ୍ରସ୍ତୁତ ହେଉଥିବା ଔଷଧ ବାବଦରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଅଶ୍ୱିନୀ ଚୌବେ। ସେ କହିଛନ୍ତି, ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କର୍କଟ ରୋଗର ନିରାକରଣ ପାଇଁ ଗୋମୂତ୍ରକୁ ବ୍ୟବହାର କରି ଔଷଧ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ କେନ୍ଦ୍ର ସରକାର ଗୋପାଳନ ବୃଦ୍ଧି ଉପରେ ଗୁରୁତ୍ୱ ଦେଉଛନ୍ତି। ତାମିଲନାଡୁର କୋଏମ୍ୱଟୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମନ୍ତ୍ରୀ ଚୌବେ ଏହା କହିଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆୟୁଷମାନ ଭାରତ, ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ କ୍ୟାନସର ରୋଗକୁ ସାମିଲ୍ କରିବା ପାଇଁ ଏକ ପ୍ରସ୍ତାବ ଉପରେ ବିଚାର ବିମର୍ଶ କରୁଛନ୍ତି ବୋଲି ସେ ଏହି ଅବସରରେ କହିଛନ୍ତି।



from Odisha Reporter https://ift.tt/2Q64LLY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages