ଭାଙ୍ଗିଗଲା ରାମ ଦୋଳି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 29, 2019

ଭାଙ୍ଗିଗଲା ରାମ ଦୋଳି

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲାର ୧୬ ନମ୍ୱର ସେକ୍ଟର ସ୍ଥିତ ଦୁର୍ଗାପୂଜା ପଡ଼ିଆରେ ରାମ ଦୋଳି ଲଗାଯାଉଥିବା ବେଳେ ଏହା ଭାଙ୍ଗିଯିବାରୁ ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ରାଉରକେଲା ସରକାରୀ ହସ୍ପିଟାଲ୍‌ରେ  ଭର୍ତ୍ତି କରାଯାଇଥିଲା। ଆହତ ଶ୍ରମିକଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି।

ଆହତ ତିନି ଜଣ ଶ୍ରମିକଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ହେଲେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାକୁ ଛଡ଼ା ଯାଇ ନାହିଁ। ଏହି ଘଟଣା ପରେ ସମସ୍ତ ପୂଜା ପେଣ୍ଡାଲରେ ଲାଗୁଥିବା ଦୋଳିର ମାନ ଯାଞ୍ଚ କରିବାକୁ ଏସ୍‌ପି ନିର୍ଦେଶ ଦେଇଛନ୍ତି।



from Odisha Reporter https://ift.tt/2obisLN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages