୫ଟି ଜିଲ୍ଲାକୁ ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 17, 2019

୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୂର୍ବାହ୍ନ ୧୦ଟା ୩୦ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି କଟକ, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା ଓ ମାଲକାନଗିର। ସୂଚନାଯୋଗ୍ୟ, ଆଜି ସକାଳେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା।



from Odisha Reporter https://ift.tt/2V63Rhk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages