ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ ଲୁଟିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 14, 2019

ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ ଲୁଟିଲେ

କେନ୍ଦୁଝର (ଓଡ଼ିଶା ରିପୋର୍ଟର):କେନ୍ଦୁଝର ଜିଲ୍ଲା ସଦର ଥାନା ଟିକରପଡ଼ା ଗାଁରେ ସଶସ୍ତ୍ର ଡକାୟତି ହୋଇଛି। ରାତି ୯ଟା ବେଳେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ ଲୁଟି ନେଲେ ସୁନା ଅଳଙ୍କାର, ନଗଦ ଟଙ୍କା ଓ ବାଇକ୍ । ଅଭିଯୋଗ ଅନୁସାରେ ପ୍ରାୟ ୮ ଜଣ ଡକାୟତ ଟିକରପଡ଼ା ଗାଁର ନରେନ୍ଦ୍ର ବେହେରାଙ୍କ ଘରେ ପଶିଥିଲେ।

ନରେନ୍ଦ୍ର ଓ ତାଙ୍କ ସ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ ଘରେ ଥିବା ସମସ୍ତ ସୁନା ଅଳଙ୍କାର, ନଗଦ ଟଙ୍କା ଓ ଏକ ବାଇକ୍  ଲୁଟ୍  କରି ଫେରାର ହୋଇଯାଇଥିଲେ। ଖବର ପାଇ ସଦର ଥାନା ପୁଲିସ ଘଟଣାର ଛାନଭିନ୍ ଚଳାଇଥିଲେ ବି ଡକାୟତଙ୍କ ସମ୍ପର୍କରେ କିଛି ସୁରାକ୍  ପାଇନି।



from Odisha Reporter https://ift.tt/2I5pyZo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages