ସିବିଆଇ ରିଟର୍ଣ୍ଣସ: ଗିରଫ ହେଲେ ଆଶୀର୍ବାଦ ବେହେରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 18, 2019

ସିବିଆଇ ରିଟର୍ଣ୍ଣସ: ଗିରଫ ହେଲେ ଆଶୀର୍ବାଦ ବେହେରା

କଟକ(ଓଡ଼ିଶା ରିପୋର୍ଟର):ଗିରଫ ହେଲେ ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା। ଆଜି ତାଙ୍କୁ ସିବିଆଇ ଗିରଫ କରିଛି। ଅର୍ଥତତ୍ତ୍ୱ ଚିଟଫଣ୍ଡ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଆଜି ଭୋରୁ ଆଶୀର୍ବାଦଙ୍କ ଘରେ ରେଡ୍ କରିଥିଲା ସିବିଆଇ। ପୂର୍ବରୁ ଆଶୀର୍ବାଦଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରିଥିଲା ସିବିଆଇ।



from Odisha Reporter https://ift.tt/2AsI35S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages