ଦମ୍ପତିଙ୍କୁ ବୀଭତ୍ସ ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 7, 2019

ଦମ୍ପତିଙ୍କୁ ବୀଭତ୍ସ ହତ୍ୟା

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋଧିରାମପଡ଼ାରେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ ରାମାଇ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡା।

ଗତକାଲି ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ କେହି ଧାରୁଆ ଅସ୍ତ୍ରରେ ସେମାନଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଆଜି ସକାଳେ ସେମାନଙ୍କ କ୍ଷତବିକ୍ଷତ ମୃତଦେହ ଘର ବାରଣ୍ଡାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତେବେ କିଏ କାହିଁକି ଏହି ଦମ୍ପତିଙ୍କୁ ହତ୍ୟା କଲା, ତାର କାରଣ ଏଯାଏ ଅସ୍ପଷ୍ଟ ରହିଛି।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2ZYatz4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages