ପୂର୍ବତନ ରାଜସ୍ୱ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ ମେଡିକାଲରେ ଭର୍ତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 26, 2019

ପୂର୍ବତନ ରାଜସ୍ୱ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ ମେଡିକାଲରେ ଭର୍ତ୍ତି

ଭୁବନେଶ୍ୱର ( ଓଡ଼ିଶା ରିପୋର୍ଟର) : ଓଡିଶାର ପୂର୍ବତନ ରାଜସ୍ୱ  ମନ୍ତ୍ରୀ ଏବଂ ପୂର୍ବତନ ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ସୁରେନ୍ଦ୍ର ନାଥ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନ ଥିବାରୁ ସେ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏ ସମ୍ପର୍କରେ ଖବର ପ୍ରଚାରିତ ହେବା ପରେ ଅନେକ ରାଜନେତା ଓ ସାମାଜିକ କର୍ମୀ ମେଡିକାଲ ଯାଇ ସୁରେନ୍ଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି  ।

ଉତ୍କଳ କଂଗ୍ରେସରୁ ଆରମ୍ଭ କରି ଜନତାଦଳ ଓ ବିଜୁ ଜନତା ଦଳ ଯାଏଁ ଅବିଭକ୍ତ ଓ ପୁନର୍ଗଠିତ ପୁରୀ ଜିଲ୍ଲାର ପୁରୋଧା ଭାବେ ସେ ବେଶ୍‌ ପରିଚିତ।  ଓଡିଶା ରାଜନୀତିର ଭୀଷ୍ମ ପିତାମହ ପ୍ରାକ୍ତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ  ଆଶୁ ଆରୋଗ୍ୟ ଓ ଦୀର୍ଘ ନିରାମୟ ଜୀବନ କାମନା କରିଛନ୍ତି ରାଜ୍ୟବାସୀ।



from Odisha Reporter https://ift.tt/2nCmHQg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages