ଗ୍ରାହାମ୍‌ ଷ୍ଟେନ୍ସ ପୋଡ଼ି ହତ୍ୟା ମାମଲା; ୨୦ ‍ବର୍ଷ ପରେ ଆଉ ଜଣେ ଅଭିଯୁକ୍ତ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 20, 2019

ଗ୍ରାହାମ୍‌ ଷ୍ଟେନ୍ସ ପୋଡ଼ି ହତ୍ୟା ମାମଲା; ୨୦ ‍ବର୍ଷ ପରେ ଆଉ ଜଣେ ଅଭିଯୁକ୍ତ ଗିରଫ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ଗ୍ରାହାମ୍‌ ଷ୍ଟେନ୍ସ ଓ ତାଙ୍କ ଦୁଇ ଶିଶୁପୁତ୍ରଙ୍କୁ ପୋଡ଼ି ହତ୍ୟା ମାମଲାର ଦୀର୍ଘ ୨୦ ବର୍ଷ ପରେ ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ସିବିଆଇ। ଗିରଫ ବ୍ୟକ୍ତି ଜଣଙ୍କ ହେଲେ ବୁଦ୍ଧଦେବ ନାଏକ(୪୫) । ସେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂର ଘନିଷ୍ଠ ସହଯୋଗୀ ବୋଲି କୁହାଯାଉଛି।

ବୁଦ୍ଧଦେବକୁ ମୟୂରଭଞ୍ଜ ଠାକୁରମୁଣ୍ଡା ଥାନା ନିଶ୍ଚିତପୁର ଗାଁସ୍ଥିତ ତାଙ୍କ ଘରୁ ଗିରଫ କରାଯାଇଛି। ଏହି ଗିରଫଦାରୀ ପରେ ପୁଣି ଚର୍ଚ୍ଚାକୁ ଆସିଛି ମାମଲା । ୧୯୯୯ ଘଟଣା ପରଠାରୁ ଫେରାର ଥିଲା ବୁଦ୍ଧଦେବ । ଗତକାଲି ବିଳମ୍ବିତ ରାତିରେ ଘରେ ଥିବା ସୂଚନା ପାଇ ସିବିଆଇ ତାକୁ ଉଠାଇ ନେଲା।



from Odisha Reporter https://ift.tt/31GVgns

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages