କୁଲାଇଲୋ ଅସ୍ଥି ଶଲ୍ୟ ଚିକିତ୍ସା କେନ୍ଦ୍ର ଉପରକୁ ବୋମାମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 19, 2019

କୁଲାଇଲୋ ଅସ୍ଥି ଶଲ୍ୟ ଚିକିତ୍ସା କେନ୍ଦ୍ର ଉପରକୁ ବୋମାମାଡ଼

ଆଠଗଡ଼ (ନୀଳକଣ୍ଠ ଦୋରା) ; କଟକ ଜିଲ୍ଲା ଆଠଗଡ଼ କୁଲାଇଲୋ ଅନନ୍ତ ବେଉରା ଅସ୍ଥି ଶଲ୍ୟ ଚିକିତ୍ସା ସେବା ସଦନ ଗୃହ ଉପରକୁ ଗୁରୁବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି । ଗତ ରାତି ପ୍ରାୟ ୨ରୁ ୩ଟା ମଧ୍ୟରେ ବୋମାମାଡ଼ ହୋଇଥିବା ସୂଚନା ମିଳିଛି ।  ମୁଖ୍ୟ ଗେଟ୍‌ରେ ଏହି ବୋମାମାଡ଼ ହୋଇଛି । ଏହି ଘଟଣାରେ କେହି ଆହତ ହୋଇ ନାହାନ୍ତି।

ଖବର ପାଇ ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ କିଏ ଏବଂ କାହିଁକି ବୋମାମାଡ଼ କଲା ଜଣାପଡ଼ିନି । ସେପଟେ ଏହି ଘଟଣା ପରେ ସେବା ସଦନରେ ଚିକିତ୍ସିତ ହେଉଥିବା ରୋଗୀ ଭୟଭୀତ ହୋଇଛନ୍ତି ।



from Odisha Reporter https://ift.tt/34WnkVY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages