ଇଲେକ୍ଟ୍ରୋନିକ୍ସ ଦୋକାନରେ ଅଗ୍ନିକାଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 1, 2019

ଇଲେକ୍ଟ୍ରୋନିକ୍ସ ଦୋକାନରେ ଅଗ୍ନିକାଣ୍ଡ

ବଣାଇ(ରଣଜିତ୍ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଠାରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଯୋଗୁ ଦୋକାନରେ ଥିବା ଏସି, ଫ୍ରିଜ୍‌, ଟିଭି ଓ ୱାସିଂ ମେସିନ୍‌ ଭଳି ଅନେକ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି।

ଗତକାଲି ବିଳମ୍ୱିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଦୋକାନରେ ନିଆଁ ଲାଗିଥିବା ଦେଖି କିଛି ଲୋକେ ଦୋକାନ ମାଲିକ  ଓ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ୫ ଘଣ୍ଟା ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ। ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା, ତାହା ଅସ୍ପଷ୍ଟ ରହିଛି। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।



from Odisha Reporter https://ift.tt/2zCKvGD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages