ଭିଜିଲାନ୍ସ ଜାଲରେ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ମ୍ୟାନେଜର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 11, 2019

ଭିଜିଲାନ୍ସ ଜାଲରେ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ମ୍ୟାନେଜର

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ମ୍ୟାନେଜର ଅଶୋକ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଛି। ଭିଜିଲାନ୍ସ ବିଭାଗର ଚାରୋଟି ଟିମ୍‌ ଏକକାଳୀନ ୪ଟି ସ୍ଥାନରେ ଚଢ଼ଉ ଜାରି ରଖିଛି।

ତାଙ୍କ ପ୍ୟାଲେସ୍‌ ଲାଇନ୍‌ ନିକଟ ଦଶମତି ନଗର ଘରେ ଭିଜିଲାନ୍ସ କର୍ମଚାରୀ ଚଢଉ କରୁଛନ୍ତି। ଏଥିସହ ମାଲପଡ଼ାସ୍ଥିତ ତାଙ୍କ ପୈତୃକ ଘର, ବଲାଙ୍ଗିରସ୍ଥିତ କାର୍ଯ୍ୟାଳୟ, ଭବାନୀପାଟଣାସ୍ଥିତ ଝିଅ ଘର ଉପରେ ମଧ୍ୟ ଏକକାଳୀନ ଚଢଉ ଜାରି ରହିଛି।

ଖବର ଲେଖାଯିବା ସୁଦ୍ଧା ଚଢ଼ଉ ଜାରି ରହିଥିବାରୁ ସମ୍ପତ୍ତିର ମୂଲ୍ୟ ଆକଳନ କରାଯାଇ ନାହିଁ।

 



from Odisha Reporter https://ift.tt/34EZyxK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages