ବାଲେଶ୍ୱରରେ ଡେଙ୍ଗୁ ଆତଙ୍କ; ୨୦ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 29, 2019

ବାଲେଶ୍ୱରରେ ଡେଙ୍ଗୁ ଆତଙ୍କ; ୨୦ ଚିହ୍ନଟ

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱରରେ ବ୍ୟାପୁଛି ଡେଙ୍ଗୁ । ବିଶେଷ କରି ଜଳେଶ୍ୱର ଓ ବାଲିଆପାଳ ବ୍ଲକରେ ଏହାର ପ୍ରାଦ୍ରୁର୍ଭାବ ଦେଖିବାକୁ ମିଳିଛି  । ଏହାକୁ ନେଇ ଜିଲ୍ଲାବାସୀ ଭୟଭୀତ ହୋଇ ପଡ଼ିଛନ୍ତି। ଜଳେଶ୍ୱର ବ୍ଲକ ମହମ୍ମଦ ନଗର ପାଟଣାରେ ୧୫ ଦିନ ଭିତରେ ୨୦ରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏମାନେ ସମସ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।

ଆହୁରି ଅନେକ ଲୋକ ସଚେତନତା ଅଭାବରୁ ଗାଁରେ ରହିଯାଇଥିବା ସନ୍ଦେହ କରାଯାଉଛି।  କିଛି ଆକ୍ରାନ୍ତ ରାଜ୍ୟ ବାହାରୁ ଆସିଥିବା ଅନୁମାନ କରାଯାଉଛି । ଡେଙ୍ଗୁ ନିୟନ୍ତ୍ରଣ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଥିବା କୁହାଯାଇଛି  ।



from Odisha Reporter https://ift.tt/2mf7BA0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages