ପୁରୀ(ଓଡ଼ିଶା ରିପୋର୍ଟର):ପୁରୀ ଜିଲ୍ଲାରେ ଆଜି ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ତୁହାକୁ ତୁହା ବର୍ଷା ହେତୁ ବହୁ ରାସ୍ତାରେ ପାଣି ଜମି ରହିଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ଘୋଷଣା କରାଯାଇଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ, ଗଜପତି ଜିଲ୍ଲାରେ ମଧ୍ୟ ସବୁ ସ୍କୁଲ ଛୁଟି ଘୋଷଣା ହୋଇଛି।
from Odisha Reporter https://ift.tt/2lx4GCk
No comments:
Post a Comment