ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୫ଟି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମଧ୍ୟ ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୨ଟା ୩୦ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ।
from Odisha Reporter https://ift.tt/2m7enHQ
No comments:
Post a Comment