ହାତ ଗୋଡ଼ ବାନ୍ଧି ମହିଳାଙ୍କୁ ଦୁଷ୍କର୍ମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 18, 2019

ହାତ ଗୋଡ଼ ବାନ୍ଧି ମହିଳାଙ୍କୁ ଦୁଷ୍କର୍ମ

ବାଲେଶ୍ୱର (ଓଡ଼ିଶା ରିପୋର୍ଟର) : ବାଲେଶ୍ୱର ଜିଲ୍ଲା ସୋରରେ ହାତ ଗୋଡ଼ ବାନ୍ଧି ଜଣେ ମହିଳାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୁଲିସ୍‌ ସୁଶିଲ ନାୟକ ନାମକ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ।

ଗତ ୧୬ ତାରିଖ ରାତିରେ ମହିଳାଜଣକ ଘରେ ଏକୁଟିଆ ଥିଲେ । ଏହି ସୁଯୋଗରେ ଉକ୍ତ ଗ୍ରାମର ସୁଶିଲ ସେଠାରେ ପହଞ୍ଚି ତାଙ୍କୁ ଦୁଷ୍କର୍ମ କରିଥିଲେ। ଏନେଇ ମହିଳା ଓ ତାଙ୍କ ସ୍ୱାମୀ ଗତ ରାତିରେ ସୋର ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରି ଗତକାଲି ରାତିରେ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଛି। ଆଜି ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କର ଡାକ୍ତରୀ ମାଇନା କରାଯିବ।



from Odisha Reporter https://ift.tt/31zcL9q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages