ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୦ ଜିଲ୍ଲାରେ ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧ଟା ୩୦ ଯାଏ ସତର୍କ ରହିବାକୁ ଏହି ସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କନ୍ଧମାଳ ପୁରୀ, ଗଞ୍ଜାମ, ନୟାଗଡ଼, କଟକ, ଖୋର୍ଦ୍ଧା ଓ ମାଲକାନଗିରି।
ସୂଚନାଯୋଗ୍ୟ, ୫ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ନେଇ ଆଜି ସକାଳେ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜରି କରାଯାଇଥିଲା।
from Odisha Reporter https://ift.tt/34PEfJT
No comments:
Post a Comment