ଆଜି ରାଜ୍ୟ କ୍ୟାବିନେଟ ବୈଠକ; ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡା ଉପରେ ଆଲୋଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 25, 2019

ଆଜି ରାଜ୍ୟ କ୍ୟାବିନେଟ ବୈଠକ; ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡା ଉପରେ ଆଲୋଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଆଜି ବସୁଛି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକ ସେବା ଭବନରେ ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଏହି ବୈଠକ ବସିବ ।  ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡା ଉପରେ ବି ଆଲୋଚନା ହେବାର ସମ୍ଭାବନା ରହିଛି  ।

ମୁଖ୍ୟତଃ ବର୍ଷ ୨୦୧୯-୨୦ ପାଇଁ ଧାନ ସଂଗ୍ରହ ନୀତିକୁ ଆଜି କ୍ୟାବିନେଟ୍ ଅନୁମୋଦନ ଦେଇପାରେ । ଏହାବ୍ୟତୀତ ବରମୁଣ୍ଡା ବସଷ୍ଟାଣ୍ଡର ନବୀକରଣ ପାଇଁ ଟେଣ୍ଡର ପ୍ରକ୍ରିୟା  ସଂକ୍ରାନ୍ତରେ ମଧ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇପାରେ । ଏହାବ୍ୟତୀତ  ଅନ୍ୟ ୧୧ଟି ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡା ଉପରେ ବି ଆଲୋଚନା ହେବ ବୋଲି ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ସମସ୍ତ ମନ୍ତ୍ରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।



from Odisha Reporter https://ift.tt/2lfst9R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages