ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 23, 2019

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ

ପାଟଣାଗଡ଼ (ବଂଶୀଧର ସେଠ୍‌): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ କିଶୋର କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆଜି ସକାଳେ ତାଙ୍କ ପୈତୃକ ଘର, ଭାଇଙ୍କ ଘର ଓ ଲାଇନ୍‌ ପଡ଼ାରେ ଥିବା ଅଫିସ୍‌ରେ ଭିଜିଲାନ୍ସ ବିଭାଗର ୫ଟି ଟିମ୍‌ ଚଢ଼ଉ କରିଥିଲା।

ବଲାଙ୍ଗିର ଭିଜିଲାନ୍ସ ଡିଏସପି କାନ୍ଦମ୍ୱିନୀ ସାମଲଙ୍କ ନେତୃତ୍ୱରେ ବଲାଙ୍ଗିର, ବରଗଡ, ସୋନପୁର, ସମ୍ୱଲପୁର ଓ ରାଉରକେଲାର ଭିଜିଲାନ୍ସ ଟିମ୍‌ ଏହି ଚଢ଼ଉ କରିଥିଲା। ଚଢ଼ଉ ବେଳେ ବହୁ ଗୁରୁତ୍ୱପୁର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ଜଣାପଡ଼ିଛି।



from Odisha Reporter https://ift.tt/2mD1jd8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages