୧୩ ସେପ୍ଟେମ୍ବର, ଶୁକ୍ରବାର: ଦ୍ୱନ୍ଦ୍ୱ ଭିତରେ ରହିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 12, 2019

୧୩ ସେପ୍ଟେମ୍ବର, ଶୁକ୍ରବାର: ଦ୍ୱନ୍ଦ୍ୱ ଭିତରେ ରହିବେ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ବୃଷ: ମନ ଖୁସି ରହିବ। ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜଳଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ତୁଳା: ଦ୍ୱନ୍ଦ୍ୱ ଭିତରେ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। କାହାକୁ ଟାଣ କଥା କୁହନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ମକର: ବିବାହ ସ୍ଥିର ହୋଇପାରେ। ନୂତନ ବସ୍ତ୍ର କିଣି ପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

କୁମ୍ଭ: ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।

ମୀନ: ଆତ୍ମବିଶ୍ୱାସ ବଢ଼ିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।



from Odisha Reporter https://ift.tt/2UYbyWM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages