ବରଗଡ଼(ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଆଜି ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ସେମାନଙ୍କର ନାମାଙ୍କନପତ୍ର ଦାଖଲ କରିବେ।
ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଏହି ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଏଥିପାଇଁ ପଦ୍ମପୁର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବିଜେଡି ରୀତା ସାହୁଙ୍କୁ ପ୍ରାର୍ଥୀ କରିଥିବା ବେଳେ ସନତ୍ ଗଡ଼ତିଆଙ୍କୁ ବିଜେପି ଓ ଦିଲ୍ଲୀପ ପଣ୍ଡାଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି
from Odisha Reporter https://ift.tt/2mUCqKB
No comments:
Post a Comment