୬ ସେପ୍ଟେମ୍ୱର, ଶୁକ୍ରବାର: ବ୍ୟସ୍ତତା ଭିତରେ ଦିନଟି କଟିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 5, 2019

୬ ସେପ୍ଟେମ୍ୱର, ଶୁକ୍ରବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଖର୍ଚ୍ଚ ବଢ଼ିବ। ନୂତନ ବନ୍ଧୁ କରିପାରନ୍ତି।

ବୃଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି।  ଅପରାହ୍ଣ ପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ।ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି।  ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମାନ-ସମ୍ମାନ ମିଳିବ।

ବିଚ୍ଛା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଆଧ୍ୟାତ୍ମକ ସ୍ଥାନକୁ ଯାଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମାନ-ସମ୍ମାନ ମିଳିବ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଉପହାର ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ମୀନ: ମନରେ ଏକାଗ୍ରତା ରହିବ ନାହିଁ। ଋଣ ଦିଅନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।



from Odisha Reporter https://ift.tt/2zWQAOe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages