ଭିଜିଲାନ୍ସ ଜାଲରେ ଫରେଷ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 25, 2019

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଫରେଷ୍ଟର ଜଗବନ୍ଧୁ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଜଗବନ୍ଧୁ କେନ୍ଦୁପତ୍ର ବିଭାଗରେ ଫରେଷ୍ଟର ଭାବେ କାର୍ଯ୍ୟରତ ଥିବା ଜଣାଯାଇଛି।

ଭିଜିଲାନ୍ସ ପକ୍ଷରୁ ତାଙ୍କ ରଇଠାଣିସ୍ଥିତ ବାସଭବନ,  ଟାଟା ମୋଟରକୁ ଭଡ଼ା ଦେଇଥିବା ଏକ  ବଡ଼ ଅଟ୍ଟାଳିକା ସମେତ ଏକକାଳୀନ ୪ଟି ସ୍ଥାନରେ  ଚଢ଼ଉ କରାଯାଇ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରାଯାଇଛି। ବୌଦ୍ଧ ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ଉ ହୋଇଛି।



from Odisha Reporter https://ift.tt/2ng4ZBV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages