ସରାଙ୍ଗ ଆଇଜିଆଇଟି ଇଞ୍ଜିନିୟରିଂ କଲେଜରେ ଛାତ୍ର ଅଶାନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 26, 2019

ସରାଙ୍ଗ ଆଇଜିଆଇଟି ଇଞ୍ଜିନିୟରିଂ କଲେଜରେ ଛାତ୍ର ଅଶାନ୍ତି

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ସରାଙ୍ଗ ସ୍ଥିତ ଆଇଜିଆଇଟି ଇଞ୍ଜିନିୟରିଂ କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗତକାଲି ବିଳମ୍ୱିତ ରାତିରେ ସଂଘର୍ଷ ଘଟିଛି। ଏଥିରେ ୫ ଜଣ ଛାତ୍ର ଆହତ ହୋଇଛନ୍ତି । ସମସ୍ତଙ୍କୁ ତାଳଚେର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କଲେଜର ସିନିୟର ଓ ଜୁନିୟର ଛାତ୍ରଙ୍କ ମଧ୍ୟରେ ବଚସା ଯୋଗୁ ଗଣ୍ଡଗୋଳର ସୂତ୍ରପାତ ହୋଇଥିବା ଜଣାପଡ଼ିଛି। ଏହି ସଂଘର୍ଷରେ ହଷ୍ଟେଲର ଭାସ୍କର ଭବନରେ ବ୍ୟାପକ ଭଙ୍ଗାରୁଜା  ହୋଇଛି। ଘଟଣାସ୍ଥଳରେ ପରଜଙ୍ଗ ଥାନା ପୁଲିସ୍‌ ଓ ସରାଙ୍ଗ ଫାଣ୍ଡି ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।



from Odisha Reporter https://ift.tt/2luHuEH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages