ରେଭେନ୍ସାରେ ପ୍ରଥମ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 17, 2019

ରେଭେନ୍ସାରେ ପ୍ରଥମ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ

କଟକ(ଓଡ଼ିଶା ରିପୋର୍ଟର): ରେଭେନ୍ସା ବିଶ୍ୱବିଦ୍ୟାଳୟର ଯୁକ୍ତ ତିନି ପ୍ରଥମ ବର୍ଷର ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଦ୍ୱିତୀୟ ଓ ତୃତୀୟ ବର୍ଷର ଛାତ୍ରମାନେ ଏହି ରାଗିଂ କରିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ, ପ୍ରଥମ ବର୍ଷ ଛାତ୍ର ଜଣଙ୍କ ନିଜର ସାଙ୍ଗମାନଙ୍କ ସହ ଛାତ୍ରାବାସରେ ଜନ୍ମଦିନ ପାଳନ କରୁଥିଲେ। ଏହି ସମୟରେ କୌଣସି କଥାକୁ ନେଇ ସିନିୟର ଛାତ୍ରଙ୍କ ସହ ତାଙ୍କର ବଚସା ହୋଇଥିଲା। ପରେ ସିନିୟର ଛାତ୍ରମାନେ ତାଙ୍କୁ ମାଡ଼ ମାରିଥିଲେ। ଏନେଇ ଛାତ୍ର ଜଣଙ୍କ କୁଳସଚିବଙ୍କ ନିକଟରେ ଅଭିଯୋଗ କରିଥିଲେ।

ଏହି ଘଟଣାକୁ ନେଇ ଆଜି ବିଶ୍ୱବିଦ୍ୟାଳୟ ଆଣ୍ଟି ରାଗିଂ କମିଟିର ବୈଠକ ବସିବ ବୋଲି ଜଣାପଡ଼ିଛି।



from Odisha Reporter https://ift.tt/2O8Faz8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages