୧୯ ସେପ୍ଟେମ୍ବର, ଗୁରୁବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 18, 2019

୧୯ ସେପ୍ଟେମ୍ବର, ଗୁରୁବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଦିନଟି ଭଲରେ କଟିବ। ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ।

ବୃଷ: ମାନ-ସମ୍ମାନ ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ।

ମିଥୁନ: ନୂତନ ପୋଷାକ କିଣି ପାରନ୍ତି। ଖୁସି ଖବର ଶୁଣିପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

କନ୍ୟା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ:  ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ମକର: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

କୁମ୍ଭ: ମାଲି ମକଦ୍ଦମାରେ ବିଜୟୀ ହେବେ। ଖୁସି ଖବର ଶୁଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ମୀନ: ପରିଶ୍ରମ ଅନୁସାରେ ସଫଳତା ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।



from Odisha Reporter https://ift.tt/30vE6Ii

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages