ଦିନ ସାଢ଼େ ଗୋଟାଏ ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 23, 2019

ଦିନ ସାଢ଼େ ଗୋଟାଏ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୨ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ।



from Odisha Reporter https://ift.tt/2kHv7op

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages