ଆଜି ୧୨ଟି ଜିଲ୍ଲାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 10, 2019

ଆଜି ୧୨ଟି ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୨ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ ଘଡ଼ଘଡ଼ି ବି ମାରିବ। ଏଥିପାଇଁ  ଦିନ ୧୦ଟା ୪୫ ଯାଏ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ନୟାଗଡ଼ ।

ସୂଚନାଯୋଗ୍ୟ, ଗତକାଲି ରାତିଠୁ ରାଜ୍ୟରେ ବର୍ଷା ଲାଗି ରହିଛି।



from Odisha Reporter https://ift.tt/34Bl5qV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages