୨୧ ସେପ୍ଟେମ୍ୱର, ଶନିବାର: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 20, 2019

୨୧ ସେପ୍ଟେମ୍ୱର, ଶନିବାର: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: ଦିନଟି ଭଲରେ କଟିବ। ସୁସ୍ଥ ରହିବେ। ମଧ୍ୟାହ୍ନ ପରେ ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ।

ମିଥୁନ: ବୌଦ୍ଧିକ ଚର୍ଚ୍ଚା କରିପାରନ୍ତି। ବ୍ୟବସାୟରେ ଲାଭ ମିଳିବ। ଶରୀରର ଯତ୍ନ ନିଅନ୍ତୁ।

କର୍କଟ: ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ବିଦେଶରୁ ଶୁଭ ଖବର ଶୁଣି ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦ୍ୱିପ୍ରହର ପରେ ପରିବାର ସଦସ୍ୟଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଚର୍ଚ୍ଚା କରିପାରନ୍ତି। ଭାଗ୍ୟ ବୃଦ୍ଧି ହୋଇପାରେ।

ତୁଳା: ନୂତନ ପୋଷାକ କିଣି ପାରନ୍ତି। ଖର୍ଚ୍ଚ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବିଚ୍ଛା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ଧନୁ:  ଘରେ ହସ ଖୁସିର ପରିବେଶ ରହିବ। ପଦନ୍ନୋତିର ଯୋଗ ରହିଛି। ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି।

ମକର: ଦାମ୍ପତ୍ୟ ଜବୀନ ଖୁସିରେ କଟିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

 କୁମ୍ଭ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ। କ୍ୟାରିୟରରେ ସଫଳତା ମିଳିବ।

 ମୀନ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁମାନଙ୍କ ସହ ଦିନଟି କାଟିବେ। ଜୀବନସାଥୀଙ୍କ ସହଯୋଗ ମିଳିବ।



from Odisha Reporter https://ift.tt/2IftI15

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages