ଆଜି ବିଜେପୁର ଉପନିର୍ବାଚନ ଫଳାଫଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 23, 2019

ଆଜି ବିଜେପୁର ଉପନିର୍ବାଚନ ଫଳାଫଳ

ବରଗଡ଼(ଓଡ଼ିଶା ରିପୋର୍ଟର): ଆଜି ବିଜେପୁର ଉପନିର୍ବାଚନ ଫଳ ଆସିବ। ଭୋଟ୍ ଗଣତି ପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ହୋଇଛି। ସକାଳ ୮ଟାରୁ ପଦ୍ମପୁର ଆର୍‌ଏମ୍‌ସି ମାର୍କେଟ୍ ୟାର୍ଡରେ ଭୋଟ୍ ଗଣତି ଆରମ୍ଭ ହେବ।  ଏଥିପାଇଁ ୧୪ଟି ଟେବୁଲ୍ ଓ ଗୋଟିଏ ରାଉଣ୍ଡ୍ ଟେବୁଲ୍‌ର ବ୍ୟବସ୍ଥା କରାଯାଇଛି। ସମୁଦାୟ ୨୧ଟି ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ଏଥିପାଇଁ ୧୨୦ ଜଣ କର୍ମଚାରୀ ନିଯୁକ୍ତ ହୋଇଛନ୍ତି।

ପ୍ରତି ଟେବୁଲରେ ଜଣେ ଲେଖାଏ କାଉଣ୍ଟିଂ ସୁପରଭାଇଜର, କାଉଣ୍ଟିଂ ଆସିଷ୍ଟାଣ୍ଟ୍ ଓ ମାଇକ୍ରୋ ଅବ୍‌ଜରଭର୍ ରହିବେ।  ସମଗ୍ର ଆର୍‌ଏମ୍‌ସି ପରିସରକୁ ତ୍ରିସ୍ତରୀୟ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଥିବା ବେଳେ ଏଥିପାଇଁ ୧ ପ୍ଲାଟୁନ୍ ଓଏସ୍ଏପି, ୧ କଂପାନୀ ସିଆରପିଏଫ୍ ଓ ସ୍ଥାନୀୟ ପୁଲିସର ପାଟ୍ରୋଲିଂ ଦଳ ନିୟୋଜିତ ହୋଇଛନ୍ତି।



from Odisha Reporter https://ift.tt/33UPTlq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages