ଏହି ସବୁ ଜିଲ୍ଲାରେ ହେବ ଝଡ଼ବର୍ଷା ସହ ବଜ୍ରପାତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 4, 2019

ଏହି ସବୁ ଜିଲ୍ଲାରେ ହେବ ଝଡ଼ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ କିଛି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ସେଥିପାଇଁ ସକାଳ ୧୦ଟା ୩୦ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, ଭଦ୍ରକ ଓ ପୁରୀ।



from Odisha Reporter https://ift.tt/2Vf2cG5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages